ଦିଲ୍ଲୀ ଲାଲ୍କିଲ୍ଲା ମେଟ୍ରୋ ଷ୍ଟେସନ୍ ନିକଟରେ ବୋମା ବିସ୍ଫୋରଣ ପରେ ସାରା ଦେଶରେ ହାଇଆଲର୍ଟ । ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ବିପଦ ସତର୍କତାକୁ ନେଇ ସଜାଗ ହେଲା ହୋଟେଲ ଆଣ୍ଡ ରେଷ୍ଟୁରାଣ୍ଟ ସଂଘ । ପର୍ଯ୍ୟଟନ ସ୍ଥଳୀରେ ଥିବା ହୋଟେଲ ଗୁଡ଼ିକରେ ସୁରକ୍ଷା ଯାଞ୍ଚ କଡ଼ାକଡ଼ି କରିବାକୁ ମାଲିକ ମାନଙ୍କୁ ପରାମର୍ଶ ଦେଇଛି ସଂଘ ।