ଆଇଏଏସ ମନୋଜ କୁମାର ମହାନ୍ତି ଓପିଏସସି ସଦ୍ୟ ଭାବେ ନିଯୁକ୍ତ ହୋଇଛନ୍ତି । ୬ ବର୍ଷ ପାଇଁ ନିଯୁକ୍ତି ଦେଲେ ରାଜ୍ୟ ସରକାର । ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରାଯାଇଛି। ପୂର୍ବରୁ ସେ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ କାର୍ଯ୍ୟ କରୁଥିଲେ।